Masthead

ଅଭିନେତ୍ରୀ ଦୀପ୍ତି ନାଭାଲ ଅସୁସ୍ଥ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଛାତିରେ ଯନ୍ତ୍ରଣା ହେବା ପରେ ଭେଟେରାନ ଅଭିନେତ୍ରୀ ଦୀପ୍ତି ନାଭାଲଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୋମବାର ସକାଳେ ସେ ମୋହାଲିଙ୍ଗ ଡାକ୍ତରଖାନାରେ ଆଞ୍ଜିଓପ୍ଲାଷ୍ଟି କରିଥିଲେ। ମଙ୍ଗଳବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା। ଡାକ୍ତରଙ୍କ କହିବାନୁସାରେ, ତାଙ୍କ ଅବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି। ଦୀପ୍ତି ନାଭାଲ ନିଜେ କହିଥିଲେ ଯେ ତାଙ୍କର ହାର୍ଟ ସମସ୍ୟା ରହିଛି । ସେ ନ୍ୟୁଜ୍ ଏଜେନ୍ସି ପିଟିଆଇକୁ କହିଛନ୍ତି ବର୍ତ୍ତମାନ ମୁଁ ସମ୍ପୂର୍ଣ୍ଣ ଭଲ ଅଛି’। ଗତ ମାସରୁ ଦୀପ୍ତି ନାଭାଲ ରୋହତଙ୍ଗରେ ଥିଲେ।

୬୮ ବର୍ଷୀୟ ଦୀପ୍ତି ନାଭାଲ ସମାନ୍ତରାଳ ସିନେମା ପାଇଁ ଜଣାଶୁଣା । ସେ ୧୯୭୮ ରେ ମୁକ୍ତିଲାଭ କରିଥିବା ଫିଲ୍ମ ପ୍ୟାସନରୁ ନିଜ କ୍ୟାରିଅର୍ ଆରମ୍ଭ କରିଥିଲେ । ପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି । ସାଥ୍ ସାଥ୍, କିସିସେ ନା କେହେନା, ମିରଚି ମସଲା, ଏନ୍ଏଚ୍-୧୦, ଚସମେଁ ବଧୁର, କଥା, ରଙ୍ଗବେରଙ୍ଗି, ହୀରକ୍, ଅଙ୍ଗୁର, ଗୁଡୁ, ଶକ୍ତି ଦ ପାୱାର, ମେଁ ଜିନ୍ଦା ହୁଁ, ଭଳି ଅନେକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ