Masthead

ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସନ୍ଧ୍ୟା ୬ଟା ୩୦ରୁ ଭୁବନେଶ୍ୱରରୁ ଦୁବାଇକୁ ବିମାନ ସେବା ଆରମ୍ଭ ହେବ । ପ୍ରଥମ ଦିନରେ ଦୁବାଇ ଯିବାକୁ ସମସ୍ତ ଟିକେଟ ବୁକିଂ ସରିଛି । ଦୁବାଇକୁ ଯିବା ଆସିବା ପାଇଁ ଟିକେଟ ମୂଲ୍ୟ ୨୦ ହଜାର ଟଙ୍କା ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ଟିକେଟ୍ ବୁକିଂ ବେଳକୁ ଏହା ୨୬ରୁ ୨୮ ହଜାର ଟଙ୍କା ଦେଖାଉଛି । ଯାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା