Masthead

‘ବଡିଗାର୍ଡ’ ଫିଲ୍ମ ନିର୍ଦ୍ଦେଶକ ସିଦ୍ଦିକି ଇସ୍ମାଇଲଙ୍କ ହୃଦଘାତରେ ପରଲୋକ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ଜଣାଣୁଣା  ନିର୍ଦ୍ଦେଶକ ସିଦ୍ଦିକି ଇସ୍ମାଇଲଙ୍କ ୬୩ ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଛି । ସଲମାନ ଖାନଙ୍କ ଅଭିନୀତ ଫିଲ୍ମ ‘ବଡିଗାର୍ଡ’ ର  ନିର୍ଦ୍ଦେଶନା ଦେଇଥିଲେ ସିଦ୍ଦିକି ।କିଛି ଦିନ ଧାରି ସେ ନିମୋନିଆ ଓ ଲିଭର ସଂକଅମଣ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ସ୍ୱାସ୍ଥବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ କୋଚି ଅମୃତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ସମୟରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି ।୧୯୮୯ରେ ମାଲାୟାଲମ୍ ଫିଲ୍ମ ‘ରାମଜୀ ରାଓ ସ୍ପିକିଙ୍ଗ’ରୁ ସିଦ୍ଦିକି ନିଜ କ୍ୟାରିଅର ଆରମ୍ଭ କରିଥିଲେ । ତାଙ୍କ ଶେଷ ନିର୍ଦ୍ଦେଶନା ଥିଲା ‘ବିଗ୍ ବ୍ରଦର’ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ