Masthead

ବୟସ୍କ, ଦିବ୍ୟାଙ୍ଗ ଘରେ ଦେବେ ଭୋଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନରେ ଭୋଟ ଦେବା ପାଇଁ ନୂଆ ବ୍ୟବସ୍ଥା । ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ ଦେବେ । ପୋଲିଂ ଦାୟିତ୍ୱରେ ଥିବା ସବୁ ଅଧିକାରୀ, କର୍ମଚାରୀ ସେଇଠି ଭୋଟ ଦେବେ । ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ୱତନ୍ତ୍ର ଭୋଟଗ୍ରହଣ କେନ୍ଦ୍ର ହେବ । ୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ୪୦ ବର୍ଷରୁ କମ୍ ଦିବ୍ୟାଙ୍ଗଙ୍କ ପାଇଁ ବି ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି । ଅସୁସ୍ଥ ହୋଇ ଘରେ ରହୁଥିଲେ ଘରେ ଭୋଟ ଦେବେ । ଭୋଟ ପାଇଁ ସବୁ ଜିଲ୍ଲାରେ ଇଭିଏମ ପହଂଚି ସାରିଛି ।

ଏ ନେଇ ସୂଚନା ଦେଲେ ସିଇଓ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି । ସମସ୍ତ ଜିଲ୍ଲାରେ ଇଭିଏମ୍ ପହଂଚିବା ସହ ଟେଷ୍ଟିଂ ସରିଛି । ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ୟ୍ୟାୟ କାମ ସରିଛି । ଏବେ ତୃତୀୟ ପର୍ଯ୍ୟାୟ  କାମ ଚାଲିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି