Masthead

ନିରାଶ କଲେ ଦୂତୀ, ରହିଛି ଆଉ ଏକ ସୁଯୋଗ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟୋକିଓରେ ନିରାଶ କଲେ ଦୂତୀ । ମହିଳା ଶହେ ମିଟର ଦୌଡ଼ରେ ନିରାଶ କରିଛନ୍ତି ଦୂତୀ ଚାନ୍ଦ । ପ୍ରଥମ ରାଉଣ୍ଡରୁ ହିଁ ସେ ବିଦାୟ ହୋଇଛନ୍ତି । ୫ମ ହିଟରେ ଥିବା ଦୂତୀ ସପ୍ତମ ସ୍ଥାନରେ ରହିଥିଲେ । ତେବେ ନିଜ ରେକର୍ଡ଼ରେ ମଧ୍ୟ ସେ ଉନ୍ନତି ଆଣି ପାରିନାହାନ୍ତି । ୧୧.୫୪ ସେକେଣ୍ଡରେ ଶହେ ମିଟର ଦୂରତ୍ୱକୁ ଅତିକ୍ରମ କରିଥିଲେ ଦୂତୀ ।

ତାଙ୍କର ରେକର୍ଡ଼ ୧୧.୧୭ ରହିଥିଲା । ଯାହାକି ଏକ ଜାତୀୟ ରେକର୍ଡ଼ ମଧ୍ୟ । ତେବେ ତାଙ୍କ ପାଖରେ ଆଉ ଏକ ସୁଯୋଗ ମଧ୍ୟ ରହିଛି । ଆଗକୁ ୨୦୦ ମିଟର ଦୌଡ଼ ରହିଛି । ଅଗଷ୍ଟ ୨ ତାରିଖରେ ୨୦୦ ମିଟର ଦୌଡ଼ ପାଇଁ ସେ ଟ୍ରକ୍କୁ ଓହ୍ଲାଇବେ । ତେବେ ଦେଶର ଏକମାତ୍ରା ଆଥଲେଟ ଭାବରେ ଦୂତୀ ଟୋକିଓ ଅଲିମ୍ପିକ୍ସରେ ଦୁଇଟି ଇଭେଣ୍ଟରେ ଭାଗ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି