Masthead

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବିଜେପିର ୩ଦିନିଆ ଆନ୍ଦୋଳନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେପି ମଧ୍ୟ ଆଜିଠୁ ୩ଦିନିଆ ଆନ୍ଦୋଳନ କରିବ । ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁର ତଦନ୍ତ ବା‌ଟବଣା ହେଉଥିବା ଅଭିଯୋଗ କରି ପ୍ରତିବାଦ କରିବ ବିଜେପି । ୧୬ ତାରିଖ ପର୍ୟ୍ୟନ୍ତ ପର୍ୟ୍ୟାୟକ୍ରମେ ରାଜବ୍ୟାପୀ ଆନ୍ଦୋଳନ କରିବ ଦଳ । ରାଜଧାନୀର ବିଭିନ୍ନ ସ୍ଥାନରେ ରାଜ୍ୟ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ।

ଆସନ୍ତାକାଲି ସମସ୍ତ ଜିଲ୍ଲା ସଦର ମହକୁମାରେ ବିକ୍ଷୋଭ ପ୍ରଦର୍ଶନ ସହ ଆଇନ ଅମାନ୍ୟ ଆନ୍ଦୋଳନ ଓ ହରତାଳ କରାଯିବ । ସେହିପରି ୧୬ ତାରିଖରେ ରାଜ୍ୟ ସରକାରଙ୍କୁ ବରଖାସ୍ତ ଦାବିରେ ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯାଇ ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ । ଦଳ ଅଭିଯୋଗ କରିଛି ଯେ, ଗତ କିଛି ବର୍ଷ ହେବ ରାଜ୍ୟରେ ସାଇବର ଅପରାଧ, ଶିଶୁ ଅପହରଣ, ଲୁଟ୍, ଦୁଷ୍କର୍ମ ଓ ହତ୍ୟା ପରି ଅପରାଧ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା