Masthead

ଢେଙ୍କାନାଳ ପଲ୍ଲିଶ୍ରୀ ମେଳା ପଡ଼ିଆରେ ସନ୍ଦିଗ୍ଧ ହେଲିକପ୍ଟର

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳରେ ସନ୍ଦିଗ୍ଧ ହେଲିକପ୍ଟରକୁ ନେଇ ଚର୍ଚ୍ଚା । ଆଜି ସକାଳୁ ସକାଳୁ ଏକ ଧଳା ରଙ୍ଗର ହେଳିକାପ୍ଟର ଢେଙ୍କାନାଳ ପଲ୍ଲିଶ୍ରୀ ମେଳା ପଡ଼ିଆରେ ଅବତରଣ କରିଛି। ତେବେ ଏହି ଚପର ଟି କେଉଁଠୁ ଆସିଚି, କାହିଁକି ଆସିଚି, କିଏ ଆସିଛନ୍ତି, ଏ ସଂକ୍ରାନ୍ତରେ ହେଲିକପ୍ଟରରେ ଥିବା ପାଇଲଟ ମୁହଁ ଖୋଲୁନାହାନ୍ତି । ଏ ସଂକ୍ରାନ୍ତରେ ନା ପୋଲିସ ପାଖରେ ଖବର ଅଛି ନା ଜିଲ୍ଲାପ୍ରଶାସନ ପାଖରେ ଅବଗତ ଅଛି ।

ତେବେ ଯାହା ଅନୁମାନ କରାଯାଉଛି ଯେହେତୁ ଆଗକୁ ନିର୍ବାଚନ ଅଛି କେନ୍ଦ୍ରରୁ କେହି ଭିଆଇପି ଷ୍ଟାର ପ୍ରଚାରକ ଆସିବାର କାର୍ଯ୍ୟକ୍ରମ ପାଇଁ ଏୟାର ଟ୍ରାଫିକ ସୁରକ୍ଷା ସହିତ ରାସ୍ତା ଘାଟର ସୁରକ୍ଷା ଯାଞ୍ଚ ପାଇଁ ଆସିଥାଇପରାନ୍ତି । ମାତ୍ର ସ୍ଥାନୀୟ ଅଧିବାସୀମାନେ ହେଲିକପ୍ଟର ଅବତରଣକୁ ନେଇ ଛାନିଆ ହୋଇପଡ଼ିଛନ୍ତି । ତେବେ ଘଟଣା ସ୍ଥଳରେ ପୋଲିସ, ଅଗ୍ନିଶମ ବାହିନୀ ଓ ନିର୍ବାଚନ ଫ୍ଲାଇଙ୍ଗ ଟିମ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା