ଆଜି ସନ୍ଧ୍ୟାରେ ପ୍ରାଥମିକ ଶିକ୍ଷକ ସଂଘ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମଧ୍ୟରେ ହେବ ଆଲୋଚନା

ଦାବି ପୂରଣ ନହେଲେ ୨୬ ତାରିଖରେ ମହାସମାବେଶ ଚେତାବନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ବାହାରିବ ବାଟ । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ-ଶିକ୍ଷକ ସଂଘ ଆଲୋଚନା ହେବ । ସମସ୍ୟା ସମାଧାନ ପାଇଁ ଆଜି ସନ୍ଧ୍ୟା ୫ଟାରେ ହେବ ଆଲୋଚନା । ଏହି ଆଲୋଚନା ମୁଖ୍ୟମନ୍ତ୍ରିଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅନୁଷ୍ଠିତ ହେବ । ଆଲୋଚନାରେ ଯୋଗଦେବା ପାଇଁ ୮ଟି ଶିକ୍ଷକ ସଙ୍ଗଠନ ସହମତି ପ୍ରକାଶ କରିଛନ୍ତି ବୋଲି ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନର ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି । କଳା ଓ କ୍ରୀଡ଼ା ଶିକ୍ଷକଙ୍କ ସଂଘର ପ୍ରତିନିଧି ମଧ୍ୟ ରହିବେ ବୋଲି ଚାରୁଲତା କହିଛନ୍ତି । ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ଡକରା ଦିଆଯାଇଥିବା ଆନେ୍ଦାଳନ ୧୮ ତାରିଖରୁ ସ୍ଥଗିତ ରହିଛି । ତେବେ ରାଜ୍ୟର ପ୍ରାଥମିକ ଶିକ୍ଷକମାନଙ୍କ ଆନେ୍ଦାଳନ ଯୋଗୁଁ ପିଲାମାନଙ୍କ ପାଠପଢା ଠପ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ