Masthead

୨୪ ରଣନୀତି ପାଇଁ ଚାଲିଛି ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଭବନରେ ଆରମ୍ଭ ହେଲା ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରିଣୀ । ବୈଠକରେ ବରିଷ୍ଠ ନେତ୍ରୀ, ବିଧାୟିକ, ମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଆଜିର ବୈଠକରେ ବିଭିନ୍ନ ରାଜନୈତିକ ପ୍ରସ୍ତାବ ଉପରେ ଆଲୋଚନା ହେଉଛି । ସାଙ୍ଗଠନିକ ସ୍ଥିତି ମଜଭୁତ କିଭଳି କରାଯିବ ତାହା ଉପରେ ଆଲୋଚନା ହେଉଛି ।

ଦରଦାମ ବୃଦ୍ଧି, ମହିଳା ସଂରକ୍ଷଣ ବିଲ, ଫୋକସ ଷ୍ଟେଟ ଭଳି ପ୍ରସଙ୍ଗ ଉପରେ ରାଜ୍ୟ କାର୍ଯ୍ୟକରିଣୀରେ ଆଲୋଚନା ହେଉଥିବା ସୂଚନା ମିଳିଛି । ଏହା ସହ ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ମହିଳା ବିଜୁ ଜନତା ଦଳ କ’ଣ ଆଗକୁ ପଦକ୍ଷେପ ନେବ ତାହା ଉପରେ ଆଲୋଚନା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ