Masthead

କୋଭିଡ୍ ସେଣ୍ଟରରେ ଅବ୍ୟବସ୍ଥା, ଧାରଣାରେ ବସିଲେ ରୋଗୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ତାଳଚେର କୋଭିଡ୍ ସେଣ୍ଟରରେ ବ୍ୟାପକ ଅବ୍ୟବସ୍ଥା ନେଇ ଧାରଣା ଦେଲେ ରୋଗୀ। ତାଳଚେର ମହୁଲ ପାଳ ଆଦର୍ଶ କୋଭିଡ କେୟାର ସେଣ୍ଟରରେ ରୋଗୀ ସେବା ପାଇଁ ସଠିକ ବ୍ୟବସ୍ଥା କରାଯାଉ ନଥିବା ବେଳେ ରୋଗୀଙ୍କୁ ଆନୁସଙ୍ଗିକ ସୁବିଧା ମିଳୁନଥିବା ଅଭିଯୋଗ ହେଉଛି। ରୋଗୀଙ୍କୁ ଉତ୍ତମ ଖାଦ୍ୟମିଳିପାରୁ ନଥିବା ବେଳେ ଶୌଚାଳୟ ସ୍ଥିତି ବି ଶୋଚନୀୟ।

ଏନେଇ ବାରମ୍ବାର ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଉ ଥିବାବେଳେ କୌଣସି ସୁଫଳ ମିଳୁନି। କୋଭିଡ ରୋଗୀମାନେ ଗତ କାଲି ବିଳମ୍ବିତ ରାତିରୁ ଏହା ବିରୋଧରେ ସ୍ୱର ଉତ୍ତୋଳନ କରିବା ସହିତ ଆଜି ସ୍ଥାୟୀ ପ୍ରତିକ୍ରିୟା ପାଇଁ ଧାରଣା ରେ ବସିଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ