Masthead

ବିବାଦ ସମାଧାନ; ମହାପ୍ରଭୁଙ୍କର ହେବ ବଡ଼ସ୍ନାନ,ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଶ୍ରୀମନ୍ଦିର ନୀତିକାନ୍ତି ସ୍ୱଭାବିକ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ୱଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ପରେ ହେବ ଅନ୍ୟାନ୍ୟ ନିତିକାନ୍ତି । ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସନ ବିଭିନ୍ନ ନିଯୋଗ ସହ ଆଲୋଚନା କରି ବିବାଦର ସମାଧାନ କରିବା ପରେ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଛି ।ଏହା ସହ ଆଜି ଶ୍ରୀ ମନ୍ଦିରରେ ସପ୍ତପୁରୀ ଅମାବାସ୍ୟା ନୀତି ରହିଛି । ଏନେଇ ଶ୍ରା ମନ୍ଦିରର ମୁଖ୍ୟ ପ୍ରଶାଶକ ରଞ୍ଜନ କୁମାର ଦାଶ କହିଛନ୍ତି, “ବର୍ତ୍ତମାନ କିଭଳି ମହାପ୍ରଭୁଙ୍କ ନୀତି ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହେବ ତାହା ହେଉଛି ଗୁରୁତ୍ୱପୁର୍ଣ୍ଣ । ଆଗାମୀ ଦିନରେ ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଯାହା କିଛି ପଦକ୍ଷେପ ନିଆଯିବ ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା