Masthead

ବାଚସ୍ପତିଙ୍କୁ ଅସମ୍ମାନ, ନିନ୍ଦା ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ ଘଟଣାରେ ନିନ୍ଦା ପ୍ରସ୍ତାବ ଗୃହୀ । ଗୃହରେ ନିନ୍ଦା ପ୍ରସ୍ତାବ ଆଣିଲେ ସରକାରୀ ଦଳ ମୁଖ୍ୟ ସଚେତକ । ନିନ୍ଦା ପ୍ରସ୍ତାବ ଗୃହୀତ, ଗୃହ ଘଣ୍ଟାଏ ପାଇଁ ମୁଲତବି ଘୋଷଣା କଲେ ବାଚସ୍ପତି ।

କାଲି ବାଚସ୍ପତିଙ୍କ ପୋଡ଼ିୟମ ଦଖଲ କରିବାକୁ ଉଦ୍ୟମ କରିଥିଲା ବିଜେଡିା ରୋମାଞ୍ଚ ବିଶ୍ୱାଳ ଓ ମାଧବ ଧଡ଼ା ପୋଡ଼ିୟମ ଉପରକୁ ଚଢ଼ି ଯାଇଥିଲୋ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା