Masthead

ଦଶପଲ୍ଲା ନୂଆଗାଁ ବେରୁଆଁବାରୀ ପଞ୍ଚାୟତରେ ମହିଳାଙ୍କୁ ଅସମ୍ମାନ

ଦଶପଲ୍ଲାରୁ (ବଡ଼ ଖବର ବ୍ୟୁରୋ): ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଳକ ବେରୁଆଁବାରୀ ପଞ୍ଚାୟତରେ ମହିଳାଙ୍କୁ ଅସମ୍ମାନ। ଖୋଦ୍ ବେରୁଆଁବାରୀ ସରପଞ୍ଚଙ୍କ ସ୍ତ୍ରୀ ଗୋଡ ତଳେ ପଡି ନ୍ୟାୟ ଭିକ୍ଷା କରୁଥିବାବେଳେ ଅଭିଯୋଗ ଶୁଣିବା ବଦଳରେ ଦଶପଲ୍ଲା ବିଧାୟକ ଲୋକ ଏବଂ ବିଧାୟକଙ୍କ ପିଏସଓଙ୍କୁ ଲଗାଇ କିଭଳି ବାହାର କରି ଦେଉଛନ୍ତି। ପିଏସଓ ପୁରୁଷ ହୋଇ ମହିଳାଙ୍କ ଡେଣାଧରି ଭିଡିନେଉଛନ୍ତି । ସରକାରଙ୍କ ସ୍ଲୋଗାନ ‘ମାଆଙ୍କୁ ସମ୍ମାନ ଗାଁକୁ କାମ’ା ବିଜେଡି ବିଧାୟକଙ୍କ ମାଆକୁ କିଭଳି ସମ୍ମାନ ଦେଉଛନ୍ତି ଏଥିରୁ ଅନୁମାନ କରି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ