Masthead

ଖେଳ ପଡ଼ିଆ ଖୋଳି ହେଲିପ୍ୟାଡ ନିର୍ମାଣକୁ ନେଇ ଅସନ୍ତୋଷ

ଖଣ୍ଡପଡା(ବଡ଼ ଖବର ବ୍ୟୁରୋ): ୫ଟି ସଚିବ ଆସିବେ ବୋଲି ଖୋଳାଗଲା ଖେଳ ପଡିଆ । ତିଆରି ହେଲା ହେଲିପ୍ୟାଡ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖଣ୍ଡପଡା ମଧୁବନ ମିନି ଷ୍ଟାଡିୟମ୍‌ରେ । ଯେଉଁ ଖେଳ ପଡିଆରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ଥାନୀୟ କ୍ରୀଡାବିତ ମାନଙ୍କ ଖେଳ ଆୟାଜନ ହୋଇଥାଏ ।

କିନ୍ତୁ ୫ଟି ସଚିବଙ୍କ ନୟାଗଡ ଗସ୍ତ ନିମନ୍ତେ ମଝି ପଡିଆରେ ହେଲିପ୍ୟାଡ ନିର୍ମାଣ ବୁଦ୍ଧିଜୀବୀ କ୍ରୀଡାପ୍ରେମୀଙ୍କ ଭିତରେ ଅସନ୍ତୋଷ ସୃଷ୍ଟି କରିଛି । ତେବେ ଆଗରୁ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ରାଜନେତାଙ୍କ ହେଲିକ୍ୟାପ୍ଟର ଏଠାରେ ଅବତରଣ କରିଥିଲେ ମଧ୍ୟ ସିମେଣ୍ଟ କଂକ୍ରିଟରେ ନିର୍ମିତ ହେଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର