Masthead

ଖେଳ ପଡ଼ିଆ ଖୋଳି ହେଲିପ୍ୟାଡ ନିର୍ମାଣକୁ ନେଇ ଅସନ୍ତୋଷ

ଖଣ୍ଡପଡା(ବଡ଼ ଖବର ବ୍ୟୁରୋ): ୫ଟି ସଚିବ ଆସିବେ ବୋଲି ଖୋଳାଗଲା ଖେଳ ପଡିଆ । ତିଆରି ହେଲା ହେଲିପ୍ୟାଡ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖଣ୍ଡପଡା ମଧୁବନ ମିନି ଷ୍ଟାଡିୟମ୍‌ରେ । ଯେଉଁ ଖେଳ ପଡିଆରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ଥାନୀୟ କ୍ରୀଡାବିତ ମାନଙ୍କ ଖେଳ ଆୟାଜନ ହୋଇଥାଏ ।

କିନ୍ତୁ ୫ଟି ସଚିବଙ୍କ ନୟାଗଡ ଗସ୍ତ ନିମନ୍ତେ ମଝି ପଡିଆରେ ହେଲିପ୍ୟାଡ ନିର୍ମାଣ ବୁଦ୍ଧିଜୀବୀ କ୍ରୀଡାପ୍ରେମୀଙ୍କ ଭିତରେ ଅସନ୍ତୋଷ ସୃଷ୍ଟି କରିଛି । ତେବେ ଆଗରୁ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ରାଜନେତାଙ୍କ ହେଲିକ୍ୟାପ୍ଟର ଏଠାରେ ଅବତରଣ କରିଥିଲେ ମଧ୍ୟ ସିମେଣ୍ଟ କଂକ୍ରିଟରେ ନିର୍ମିତ ହେଉଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ