Masthead

ଟାଟା ବିରୋଧରେ ଅସନ୍ତୋଷ, ପୁରୀରେ ବିଦ୍ୟୁତ୍ ବୃଦ୍ଧିକୁ ନେଇ ପ୍ରତିବାଦ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ବିଦ୍ୟୁତ୍ ବୃଦ୍ଧିକୁ ନେଇ ଚାଲିଛି ପ୍ରତିବାଦ । ଟାଟା ବିରୋଧରେ ଅସନ୍ତୋଷ ଦେଖିବାକୁ ମିଳିଛି । ଓଡ଼ିଶାରେ ଅହେତୁକ ବିଦ୍ୟୁତ୍ ବୃଦ୍ଧିକୁ ପୁରୀରେ ଚାଲିଛି ପ୍ରତିବାଦ । ତ୍ରୁଟିପୂର୍ଣ୍ଣ ବିଦ୍ୟୁତ୍ ବିଲକୁ ବିରୋଧ ଏବଂ ଓଡ଼ିଶାର ପ୍ରତ୍ୟେକ ବିଜୁଳି ଉପଭୋକ୍ତାଙ୍କୁ ୨୦୦ ୟୁନିଟ୍ ପର୍ଯ୍ୟନ୍ତ ବିନା ଶୁଳ୍କରେ ବିଦ୍ୟୁତ୍ ଯୋଗାଣ ଦାବିରେ ଆମ ଆଦମୀ ପାର୍ଟି ତରଫରୁ ଶ୍ରୀମନ୍ଦିର ସାମ୍ନାରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ ଆରମ୍ଭ କରାଯାଇଛି । ଗ୍ରାଣ୍ଡ ସେଣ୍ଟର୍, ମର୍ଚିକୋଟ ଛକ, ବିଗବଜାର ଏବଂ ମାର୍କେଟ ଛକରେ ଆଜିକୁ ସପ୍ତାହେ ଧରି ପ୍ରତିବାଦ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ