Masthead

ଅସନ୍ତୁଷ୍ଟ ସିବିଏସଇ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେଇପାରିବେ ପରୀକ୍ଷା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅସନ୍ତୁଷ୍ଟ ସିବିଏସଇ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ପୁଣି ପରୀକ୍ଷା । ନିଜ ରେଜଲ୍ଟରେ ଖୁସି ନଥିବା ଓ କମ୍ପାର୍ଟମେଣ୍ଟ ପିଲାମାନଙ୍କ ପାଇଁ ସିବିଏସ୍ଇ ପରୀକ୍ଷା ତାରିଖ ଘୋଷଣା କରିଛି। ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପରୀକ୍ଷା ତାରିଖ ବୋର୍ଡ ପକ୍ଷରୁ ପ୍ରକାଶ କରାଯାଇଛି। ସିବିଏସ୍ଇ ୧୦ମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଅଗଷ୍ଟ ୨୫ରୁ ଆରମ୍ଭ ହୋଇ ସେପ୍ଟେମ୍ବର ୮ ଯାଏ ଚାଲିବ।

ସେହିପରି ଦ୍ୱାଦଶ ଶ୍ରେଣୀ ପିଲାମାନେ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧୬ ଯାଏ ପରୀକ୍ଷା ଦେବେ। ସିବିଏସ୍ଇ ପକ୍ଷରୁ କୁହାଯାଇଛି ଯେ ସକାଳ ୧୦.୩୦ରୁ ସବୁ ପରୀକ୍ଷା ଆରମ୍ଭ ହେବ। ଦିନ ୧୦ଟାରେ ପ୍ରଥମେ ଉତ୍ତରଖାତା ଓ ୧୦.୧୫ରେ ପିଲାମାନଙ୍କୁ ପ୍ରଶ୍ନପତ୍ର ଦିଆଯିବ। ୧୫ ମିନିଟ୍ ପିଲାମାନଙ୍କୁ ପ୍ରଶ୍ନ ପଢ଼ିବାକୁ ଦିଆଯିବ। ଠିକ୍ ଦିନ ୧୦.୩୦ରେ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା ପାଇଁ ପିଲାମାନଙ୍କୁ ଦୁଇ ଘଣ୍ଟା ସମୟ ମିଳିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ