Masthead

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ । ବିଧାନସଭା ଭଙ୍ଗ ନେଇ ସଂସଦୀୟ ବ୍ୟାପାର ବିଭାଗର ବିଜ୍ଞପ୍ତି । ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ ମଧ୍ୟ ସୁପାରିଶ କରିଥିଲା । ଆଜି ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆଜି ବସିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା । ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ବୈଠକରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ