Masthead

ଗାନ୍ଧୀପାର୍କ ଠାରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଗାନ୍ଧୀପାର୍କ ଠାରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଆଜି ମହତ୍ମା ଗାନ୍ଧୀଜିଙ୍କ ଜୟନ୍ତୀ ଅବସରରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରତିମୟୀ। ଏହି ଅବସରରେ ଗୀତା ପାଠ, ବାଇବେଲ ପାଠ, କୋରାନ୍ ପାଠ ପଢା ଯାଇଥିଲା। ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରଷ୍କାର ପ୍ରଦାନ କରାଯାଇଥିଲା। ଏହି କାର‌୍ୟ୍ୟକ୍ରମଟି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର‌୍ୟ୍ୟାଳୟ ପକ୍ଷରୁ ଆୟୋଜନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ