ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା, ତଦନ୍ତ କଲେ ଜିଲ୍ଲାପାଳ

ବରୀ(ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା ତଦନ୍ତ କଲେ ଜିଲ୍ଲାପାଳ ସ୍ୱାସ୍ଥ୍ୟ ଅଧିକାରୀ । ନିର୍ମାଣ ଧିନ ଗୃହ କାର୍ୟ୍ୟ ବିଳମ୍ବ ଯୋଗୁଁ ବିଭାଗୀୟ ଅଧିକାରୀ ଙ୍କ ଉପରେ ବର୍ଷିଲେ ଜିଲ୍ଲାପାଳ। ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା କରିବା ସହ ଭୁଲ ଇଞ୍ଜେକ୍ସନ ପାଇଁ ଏକ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ । ପରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକଙ୍କ ଭଙ୍ଗରୁଜା ପୋଡ଼ାଜଳା କରିଥିଲେ ।

ଦୀର୍ଘଦିନ ଧରି ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାର ଅବହେଳା ହେଉଥିବା ବେଳେ ଜିଲ୍ଲାପାଳଙ୍କ ଗସ୍ତ ସମୟରେ ସ୍ଥାନୀୟ ଲୋକେ ବିଭିନ୍ନ ସମସ୍ୟା ଉପରେ ଜିଲ୍ଲାପାଳଙ୍କୁ କହିଥିଲେ । ଏବଂ ଅସନ୍ତୋଷ ବ୍ୟକ୍ତ କରିଥିଲେ ଜିଲ୍ଲାପାଳ । ଏଥିସହ ସବୁଦିନ ସକାଳ ୮ ଟାରୁ ରାତି ୮ ଟା ପର୍ୟ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରୀକ୍ଷା ଗାରା ସହ ନିରାମୟ ଖୋଲା ରଖିବା ସହ ଡାକ୍ତର ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ