Masthead

ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ ବିଜୟ ମହାନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟଙ୍କ ଘରେ ଭିଜିଲାନ୍ସ ରେଡ୍। ଭଦ୍ରକ ଓ ବାଲେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ବର, କେନ୍ଦୁଝର, ବାଲେଶ୍ବରରେ ରେଡ୍ ଚାଲିଛି। ବିଜୟଙ୍କ ପୈତୃକ ଘର ସହ ଭଦ୍ରକ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ ହୋଇଛି।  ଏହି ଚଢାଉରେ ୪ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ବିଜୟଙ୍କ ଭଦ୍ରକ ଟାଉନ ସ୍ଥିତ ତିନି ମହଲା ଘର, ବସ୍ତା ନରସିଙ୍ଗଡିହା ସ୍ଥିତ ଦୁଇ ମହଲା ଘର, ଭଦ୍ରକ ସ୍ଥିତ ଘର ଏବଂ ଭୁବନେଶ୍ଵର ମଳିପଡା ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି