Masthead

୨୭ ବର୍ଷର ଦାମ୍ପତ୍ୟ ଜୀବନ ପରେ ଛାଡ଼ପତ୍ର

ନ୍ୟୁୟର୍କ (ବଡ଼ ଖବର ବ୍ୟୁରୋ): ବିବାହର ୨୭ ବର୍ଷ ପରେ ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍ ଗେଟସ୍ ଓ ତାଙ୍କ ପତ୍ନୀ ମେଲିଣ୍ଡା ଅଲଗା ହେବା ନେଇ ନିଷ୍ପତ୍ତି ନେଇଛନ୍ତି । ବିବାହର ୨୭ ବର୍ଷ ପରେ ଉଭୟ ଛାଡପତ୍ର ନେବା ପାଇଁ ସ୍ଥିର କରିଛନ୍ତି । ସେମାନେ ଏକ ଫାଉଣ୍ଡେସନ୍ ମଧ୍ୟ ଗଠନ କରିଛନ୍ତି ଯାହା ସାରା ବିଶ୍ୱର ଲୋକଙ୍କ ସ୍ୱାସ୍ଥ୍ୟ ଉପରେ କାମ କରିଥାଏ ।

ଆଗକୁ ମଧ୍ୟ ସେମାନେ ଏପରି କାମ କରିବେ ବୋଲି କହିଛନ୍ତି । ବିଲ୍ ଗେଟସ୍ ଓ ମେଲିଣ୍ଡା ୧୯୮୭ରେ ନ୍ୟୁୟର୍କରେ ପ୍ରଥମେ ଉଭୟ ଉଭୟଙ୍କୁ ଭେଟିଥିଲେ । କିଛି ବର୍ଷ ପରେ ସେମାନେ ନିର୍ବନ୍ଧ କରିଥିଲେ । ଏହାପରେ ୧୯୯୪ରେ ବିବାହ ସମ୍ପନ୍ନ ହୋଇଥିଲା । ସେମାନଙ୍କର ୩ଜଣ ସନ୍ତାନ ମଧ୍ୟ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ