Masthead

ମୁହଁ ଖୋଲିଲେ ଦିବ୍ୟଶଙ୍କର; ଗଣମାଧ୍ୟମ ନାଁରେ କଲେ ମାନହାନୀ ମୋକଦ୍ଦମା

(ବଡ଼ ଖବର ବ୍ୟୁରୋ):  ସନସାଇନ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର । ସେ ଏକ ପ୍ରେସ ବିବୃତି ଜରିଆରେ କହିଛନ୍ତି, ମମିତାଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁ ହୋଇଛି । ମମିତାଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା ରହିଛି ।

ତେବେ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋର ଦଣ୍ଡ ଦିଆଯିବ । ଏହାକୁ ନେଇ ତାଙ୍କ ପରିବାର ମାନହାନୀ ମୋକଦ୍ଦମା କରିଛନ୍ତି । ଓଟିଭି, ଓଡ଼ିଶା ରିପୋର୍ଟର ଓ ଅନ୍ୟ ଏକ ଗଣମାଧ୍ୟମ ନାଁରେ ମାମଲା ରୁଜୁ ହୋଇଛି । ସେ ଆହୁରି କହିଛନ୍ତି, ଜନ ପ୍ରତିନିଧିମାନେ ଶିକ୍ଷାନୁଷ୍ଠାନର କାର୍ଯ୍ୟକ୍ରମରେ ଯୋଗ ଦିଅନ୍ତି । ତେବେ ମୁଁ ଯଦି ଏପରି କୌଣସି ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ ଯୋଗଦେଇଥାଏ ଓ ସେଠି ପରେ କିଛି ଅଘଟଣ ଘଟେ ସେଛିପାଇଁ ମୋତେ ଦାୟୀ କରାଯାଇପାରିବ ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ