Masthead

ଶ୍ରୀମନ୍ଦିର ସମ୍ମୁଖରେ ବଡ଼ବଡ଼ୁଆ ଡାକ ଉପରେ କଟକଣା

ପୁରୀ (ବଡ଼ ଖବର ବ୍ୟୁରୋ): ଚଳିତବର୍ଷ ଶ୍ରୀମନ୍ଦିର ସମ୍ମୁଖରେ ବଡ଼ବଡୁଆ ଡାକ ଉପରେ କଟକଣା ଜାରି କରିଛି ପୁରୀ ଜିଲ୍ଲା ପ୍ରଶାସନ । ଶୁକ୍ରବାର ପୁରୀ ଉପଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି । ଶ୍ରୀମନ୍ଦିର ସମ୍ମୁଖରେ ବଡ଼ବଡ଼ୁଆ ଡାକିବା ଲାଗି ପ୍ରବଳ ଜନସମାଗମ ହୋଇଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଏପରି କଟକଣା ଜାରି କରାଯାଇଛି । ମୁଖ୍ୟତଃ କାଉଁରିଆ କାଠି ପୋଡ଼ିଲେ ଏଥିରୁ ଉତ୍ପନ୍ନ ହେଉଥିବା ଧୂଆଁ କରୋନା ରୋଗୀଙ୍କ ପାଇଁ ଘାତକ ସାବ୍ୟସ୍ତ ହୋଇପାରେ ବୋଲି ବିଶେଷଜ୍ଞମାନେ ମତ ରଖିଛନ୍ତି । ଏ ସବୁକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ