Masthead

ଦିଲ୍ଲୀ ଗଲେ ଡିକେ ଶିବକୁମାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଗଲେ କର୍ଣ୍ଣାଟକ ସଭାପତି ଡିକେ ଶିବକୁମାର । ଦିଲ୍ଲୀରେ ପହଞ୍ଚିବା ପରେ ରାଜ୍ୟରେ ସରକାର ଗଠନ ସମ୍ପର୍କରେ ଆଲୋଚନା କରିବେ। ଯାହାକୁ ନେଇ ସୂଚନା ଦେଇଛନ୍ତି ଶିବକୁମାରଙ୍କ ଭାଇ ତଥା ଦଳର ଏମପି ଡି.କେ ସୁରେଶ । ସେପଟେ ଗତକାଲି ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ଦିଲ୍ଲୀରେ ପହଞ୍ଚିଥିଲେ ।

ସୋମବାର ଅପରାହ୍ନରେ ସିଦ୍ଧରମେୟା ଦିଲ୍ଲୀରେ ପହଞ୍ଚିଥିଲେ ମଧ୍ୟ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଶିବକୁମାର ଏହି ଗସ୍ତକୁ ବାତିଲ କରିଦେଇଥିଲେ। ତେବେ ତାଙ୍କ ବଦଳରେ ତାଙ୍କ ଭାଇ ଡି.କେ ସୁରେଶ ଖଡଗେଙ୍କୁ ଭେଟିଥିଲେ। ଏବେ କୁହାଯାଉଛି କି ଶିବକୁମାର ମଙ୍ଗଳବାର ଦିଲ୍ଲୀ ପହଞ୍ଚିବା ପରେ ଖଡଗେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାମ ଫାଇନାଲ କରିପାରନ୍ତି। ତେବେ ଏହି ରେସରେ ଆଗରେ ସିଦ୍ଧରମେୟା ଥିବା ଆଲୋଚନା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ