ଦିଲ୍ଲୀ ଗଲେ ଡିକେ ଶିବକୁମାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଗଲେ କର୍ଣ୍ଣାଟକ ସଭାପତି ଡିକେ ଶିବକୁମାର । ଦିଲ୍ଲୀରେ ପହଞ୍ଚିବା ପରେ ରାଜ୍ୟରେ ସରକାର ଗଠନ ସମ୍ପର୍କରେ ଆଲୋଚନା କରିବେ। ଯାହାକୁ ନେଇ ସୂଚନା ଦେଇଛନ୍ତି ଶିବକୁମାରଙ୍କ ଭାଇ ତଥା ଦଳର ଏମପି ଡି.କେ ସୁରେଶ । ସେପଟେ ଗତକାଲି ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ଦିଲ୍ଲୀରେ ପହଞ୍ଚିଥିଲେ ।

ସୋମବାର ଅପରାହ୍ନରେ ସିଦ୍ଧରମେୟା ଦିଲ୍ଲୀରେ ପହଞ୍ଚିଥିଲେ ମଧ୍ୟ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଶିବକୁମାର ଏହି ଗସ୍ତକୁ ବାତିଲ କରିଦେଇଥିଲେ। ତେବେ ତାଙ୍କ ବଦଳରେ ତାଙ୍କ ଭାଇ ଡି.କେ ସୁରେଶ ଖଡଗେଙ୍କୁ ଭେଟିଥିଲେ। ଏବେ କୁହାଯାଉଛି କି ଶିବକୁମାର ମଙ୍ଗଳବାର ଦିଲ୍ଲୀ ପହଞ୍ଚିବା ପରେ ଖଡଗେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାମ ଫାଇନାଲ କରିପାରନ୍ତି। ତେବେ ଏହି ରେସରେ ଆଗରେ ସିଦ୍ଧରମେୟା ଥିବା ଆଲୋଚନା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ