Masthead

ଆୟକର ଫାଙ୍କିବା ଅଭିଯୋଗ ମିଛ: ଜଗଦୀଶ ନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଡିଏନ ଗ୍ରୁପ ମୁଖ୍ୟଙ୍କୁ ଜେରା ଶେଷ ହୋଇଛି । ୪ ଦିନ ଧରି ଡିଏନ ଗ୍ରୁପ ଉପରେ ରେଡ କରୁଥିଲା ଆୟକର ବିଭାଗ । ଗତକାଲି ଡିଏନ ମୁଖ୍ୟ ଜଗଦୀଶ ନାୟକ ଓ ତାଙ୍କ ଲିଗାଲ ଅଫିସର ଚନ୍ଦ୍ରଶେଖର ପଣ୍ଡାଙ୍କୁ ମୁହାଁମୁହିଁ ଜେରା କରିଥିଲା ଆଇଟି । ଆୟକର ଫାଙ୍କିବା ଅଭିଯୋଗକୁ ମିଛ କହିଛଣ୍ତି ଜଗଦୀଶ । ମାତେ ଆୟକର ବିଭାଗ କିଛି ପ୍ରଶ୍ନ କରିନି କହିଛନ୍ତି ଜଗଦୀଶ । ଏପର୍ଯ୍ୟନ୍ତ ୩୨ କୋଟିରୁ ଅଧିକ ଟଙ୍କା ଜବତ କରିଛି ଆଇଟି ବିଭାଗ ।

ଏଥିସହ ଗୁରୁତ୍ୱପୁର୍ଣ୍ଣ ଦସ୍ତାବିଜ ମଧ୍ୟ ଜବତ କରିଛି । ଜଗଦୀଶ ନାୟକ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଥିବା ବେଳେ ଚନ୍ଦ୍ରଶେଖର ପଣ୍ଡା କୌଣସି ପ୍ରତିକ୍ରିୟା ରଖିନାହାନ୍ତି । ତେବେ ଜବତ ହୋଇଥିବା ଟଙ୍କା ଓ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ରକୁ ନେଇ ଖୋଳତାଡ଼ କରିଛି ଆୟକର ବିଭାଗ। କେଉଁଠୁ ଆସିଲା କୋଟି କୋଟି ଟଙ୍କା, କେତେ ଟଙ୍କାର ଟିକସ ଫାଙ୍କିଛନ୍ତି ସେ ନେଇ ସବୁ ତଦନ୍ତ କରିଛି ଆୟକର ବିଭାଗ। ଚଢାଉ ଶେଷ ହୋଇଥିବା ବେଳେ ଆୟକର ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର