Masthead

ତୁରନ୍ତ କରିନିଅନ୍ତୁ ଆଧାର ଲିଙ୍କ

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ରାସନ କାର୍ଡ଼ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଖବର । ଆସନ୍ତା କାଲିଠାରୁ ଆଉ ରାସନ କାର୍ଡ଼ରେ ମାଗଣା ଚାଉଳ ଓ ଗହମ ପାଇପାରିବେନି ଗ୍ରାହକ । ଯଦି ସେମାନଙ୍କ ରାସନ କାର୍ଡ଼ ସହ ଆଧାର କାର୍ଡର ଲିଙ୍କ ନଥିବ । ପୂର୍ବରୁ ଲିଙ୍କ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଧାର୍ଯ୍ୟ କରାଯାଇଥିଲା, ପରବର୍ତ୍ତି ସମୟରେ ଏହାକୁ ବୃଦ୍ଧି କରାଯାଇ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ସମୟ ଦେଇଥିଲେ ସରକାର । ଲିଙ୍କ କରିବା ଦ୍ୱାରା ଏହା ଜଣାପଡ଼ିବ ଯେ ମାଗଣାରେ ରାସନ ସୁବିଧା ପାଉଥିବା ଉପଭୋକ୍ତା ମାନେ ପ୍ରକୃତରେ ପାଇବା ପାଇଁ ଯୋଗ୍ୟ କି ଅଯୋଗ୍ୟ, ଏବଂ ସେମାନେ ନିଜ ଅଧିକାରର ସମସ୍ତ ରାସନ ପାଇପାରୁଛନ୍ତି କି ନାହିଁ, ତାହା ଜାଣିପାରିବେ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା