Masthead

ତୁରନ୍ତ କରିନିଅନ୍ତୁ ଆଧାର ଲିଙ୍କ

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ରାସନ କାର୍ଡ଼ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଖବର । ଆସନ୍ତା କାଲିଠାରୁ ଆଉ ରାସନ କାର୍ଡ଼ରେ ମାଗଣା ଚାଉଳ ଓ ଗହମ ପାଇପାରିବେନି ଗ୍ରାହକ । ଯଦି ସେମାନଙ୍କ ରାସନ କାର୍ଡ଼ ସହ ଆଧାର କାର୍ଡର ଲିଙ୍କ ନଥିବ । ପୂର୍ବରୁ ଲିଙ୍କ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଧାର୍ଯ୍ୟ କରାଯାଇଥିଲା, ପରବର୍ତ୍ତି ସମୟରେ ଏହାକୁ ବୃଦ୍ଧି କରାଯାଇ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ସମୟ ଦେଇଥିଲେ ସରକାର । ଲିଙ୍କ କରିବା ଦ୍ୱାରା ଏହା ଜଣାପଡ଼ିବ ଯେ ମାଗଣାରେ ରାସନ ସୁବିଧା ପାଉଥିବା ଉପଭୋକ୍ତା ମାନେ ପ୍ରକୃତରେ ପାଇବା ପାଇଁ ଯୋଗ୍ୟ କି ଅଯୋଗ୍ୟ, ଏବଂ ସେମାନେ ନିଜ ଅଧିକାରର ସମସ୍ତ ରାସନ ପାଇପାରୁଛନ୍ତି କି ନାହିଁ, ତାହା ଜାଣିପାରିବେ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ