Masthead

ବେଆଇନ ଲିଙ୍ଗ ନିରୂପଣ ମାମଲାରେ ଗିରଫ ହେଲେ ଡାକ୍ତର

କଟକ (ବଡ଼ ଖବର ବ୍ୟୁରୋ): ବେଆଇନ ଲିଙ୍ଗ ନିରୂପଣ ପଡ଼ିଲା ମହଙ୍ଗା । ଗିରଫ ହେଲେ ଡାକ୍ତର ସହ ୩ ଦଲାଲ । ଗିରଫ କରିଛି ମଙ୍ଗଳବାଗ ପୋଲିସ । ବେଆଇନ ଲିଙ୍ଗ ନିରୂପଣ କରିବା ମାମଲାରେ ଡାକ୍ତର ପୁଣ୍ୟଶ୍ଲୋକ ଦାଶ ତାଙ୍କ ପତ୍ନୀ ବିସ୍ମିତା ଦାଶ ଏବଂ ୩ ଜଣ ଦଲାଲଙ୍କୁ ଗିରଫ କରିଛି କଟକ ମଙ୍ଗଳବାଗ ପୋଲିସ । କଟକ ଉପଜିଲ୍ଲାପାଳ କମଳଜିତ ଦାଶଙ୍କ ଏତଲା ଆଧାରରେ ଗିରଫ କରିଛି ପୋଲିସ ।

କଟକ ଫ୍ରେଣ୍ଡସ୍ କଲୋନୀରେ ଏହି ଡାକ୍ତର ଜଣଙ୍କ ଦୀର୍ଘ ଦିନ ହେବ ବେଆଇନ ଭାବେ ଲିଙ୍ଗ ନିରୂପଣ କରୁଥିବା ଅଭିଯୋଗ ହୋଇଥିଲା । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ବିଭାଗ, ପୋଲିସ ମିଳିତ ଚଢାଉ କରିଥିଲେ । ଏହି ଚଢାଉ ବେଳେ ଏକ ପୋର୍ଟେବୁଲ ଅଲଟ୍ରାସାଉଣ୍ଡ ମେସିନ, ୪୦ ହଜାର ଟଂକା ସମେତ ବିଭିନ୍ନ ଯନ୍ତ୍ରାଶ ଜବତ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି