Masthead

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏହା ଏକ ବ୍ରତ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ(ବଡ଼ ଖବର ବ୍ୟୁରୋ):ଡାକ୍ତରୀ ଏକ ବୃତ୍ତି ନୁହେଁ, ଏହା ଏକ ବ୍ରତ । କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜଦେବ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍ସିବିର ମହତ୍ୱପୂର୍ଣ୍ଣ ଭୁମିକା ରହିଛି ।ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ । ଯେ କେହି ଲୋକଙ୍କ ସେବା କରିପାରିବେ, କିନ୍ତୁ ଯନ୍ତ୍ରଣା ଦୂର କରିପାରିବେନାହିଁ ।

କେବଳ ଜଣେ ଡାକ୍ତର ହିଁ ଲୋକଙ୍କ ଯନ୍ତ୍ରଣା ଦୂର କରିପାରିବେ । ଡାକ୍ତରଙ୍କ ପାଇଁ ଲୋକଙ୍କ ଆୟୁ ବଢୁଛି, ମାତୃଶିଶୁ ମୃତ୍ୟୁହାର କମିଛି ।କେବଳ ଡାକ୍ତରଙ୍କ ପାଇଁ ଆମେ ବହୁମୂଲ୍ୟ ଜୀବନ ବଞ୍ଚାଇ ପାରୁଛୁ ବୋଲି କହିଛନ୍ତି ମହାମହିମ ରାଷ୍ଟ୍ରପତି । ଏହି ବାର୍ଷିକ ଉତ୍ସବରେ ରଜ୍ୟପାଳ ଗଣେଶ ଲାଲ, ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରି ଓ ଏସ୍ସିବି ମେଡିକାଲର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ