Masthead

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏହା ଏକ ବ୍ରତ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ(ବଡ଼ ଖବର ବ୍ୟୁରୋ):ଡାକ୍ତରୀ ଏକ ବୃତ୍ତି ନୁହେଁ, ଏହା ଏକ ବ୍ରତ । କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜଦେବ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍ସିବିର ମହତ୍ୱପୂର୍ଣ୍ଣ ଭୁମିକା ରହିଛି ।ଏହା ଆଜି ଭାରତର ଅଗ୍ରଣୀ ମେଡିକାଲ କଲେଜ ଓ ହସ୍ପିଟାଲ । ଯେ କେହି ଲୋକଙ୍କ ସେବା କରିପାରିବେ, କିନ୍ତୁ ଯନ୍ତ୍ରଣା ଦୂର କରିପାରିବେନାହିଁ ।

କେବଳ ଜଣେ ଡାକ୍ତର ହିଁ ଲୋକଙ୍କ ଯନ୍ତ୍ରଣା ଦୂର କରିପାରିବେ । ଡାକ୍ତରଙ୍କ ପାଇଁ ଲୋକଙ୍କ ଆୟୁ ବଢୁଛି, ମାତୃଶିଶୁ ମୃତ୍ୟୁହାର କମିଛି ।କେବଳ ଡାକ୍ତରଙ୍କ ପାଇଁ ଆମେ ବହୁମୂଲ୍ୟ ଜୀବନ ବଞ୍ଚାଇ ପାରୁଛୁ ବୋଲି କହିଛନ୍ତି ମହାମହିମ ରାଷ୍ଟ୍ରପତି । ଏହି ବାର୍ଷିକ ଉତ୍ସବରେ ରଜ୍ୟପାଳ ଗଣେଶ ଲାଲ, ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରି ଓ ଏସ୍ସିବି ମେଡିକାଲର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ