ଡାକ୍ତର ସଂଘର ବିକ୍ଷୋଭ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ସିଡିଏମଓ ଅଫିସ ଆଗରେ ଅନୁଗୁଳ ଜିଲ୍ଲା ଓମସା ଏବଂ ଆଇଏମଏ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ଆୟୁଷ ଡାକ୍ତରମାନେ ସର୍ଜରୀ କରିପାରିବେ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହାକୁ ବିରୋଧ କରି ଡାକ୍ତରମାନେ ବିକ୍ଷୋଭକୁ ଓହ୍ଲାଇଥିଲେ। ଉପଯୁକ୍ତ ତାଲିମ ନଥାଇ ହୋମିଓପାଥିକ୍ ଓ ଆୟୁର୍ବେଦିକ ଡାକ୍ତରମାନେ କିଭଳି ଏହି ଜଟିଳ କାର୍ଯ୍ୟ କରିପାରିବେ ବୋଲି ଆଲୋପାଥିକ ଡାକ୍ତରମାନେ ପ୍ରଶ୍ନ ଉଠାଇଛନ୍ତି । ଏହାଦ୍ଵାରା ରୋଗୀର ଜୀବନ ବିପଦରେ ପଡ଼ିବା ଆଶଙ୍କା ରହିଛି । ଏହା ଆଇଏମଏ ଜିଲ୍ଲା ସଭାପତି ଡା. ବିନୟ କୁମାର ନାଥ, ଡା. ପ୍ରଭାତ କୁମାର ପଣ୍ଡା ଏବଂ ଓମସା ରାଜ୍ୟ ସମ୍ପାଦକ ଡା. ବିଶ୍ଵଜିତ ସାମଲଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’