Masthead

ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବକୁ ବିରୋଧ କଲେ ଡାକ୍ତର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବକୁ ଡାକ୍ତରମାନେ ବିରୋଧ କରିଛନ୍ତି । କେବଳ ବିରୋଧ ନୁହେଁ ବରଂ କେରଳର ଜଣେ ଡାକ୍ତର ଏହା ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ତେବେ ଆର୍ସେନିକମ ଅଲବମ-୩୦ ସିଏଚ ଔଷଧକୁ ବିନା ପରୀକ୍ଷା ଛୋଟ ପିଲାଙ୍କୁ ଦେବା କ୍ଷତିକାରକ ସାବ୍ୟସ୍ତ ହେବାର ଆଶଙ୍କା ରହିଛି ବୋଲି ଡାକ୍ତରଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ।

ସେପଟେ ରାଜ୍ୟ ସରକାର, ଶିକ୍ଷା ମନ୍ତ୍ରଣାଳୟ ଏବଂ ହୋମିଓପ୍ୟାଥି ନିର୍ଦ୍ଦେଶାଳୟ ପକ୍ଷରୁ ଛୋଟ ସ୍କୁଲ ପିଲାଙ୍କୁ କରୋନା ମହାମାରୀ ବିରୋଧରେ ଇମ୍ୟୁନିଟି ବୁଷ୍ଟର ଭାବେ ଆର୍ସେନିକ ଅଲବମ-୩୦ ସିଏଚ ଔଷଧ ଦେବାକୁ ପ୍ରସ୍ତାବ ଅଣାଯାଇଛି । ଏଥି ପାଇଁ ରାଜ୍ୟରେ କରୁଥାଲୋଡେ ମୁନୋଟ୍ଟୁ ଅଭିଯାନ ଆରମ୍ଭ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା