Masthead

ବଢିବାରେ ଲାଗିଛି ବୁଲା କୁକୁରଙ୍କ ଭୟ

ସୋର (ବଡ଼ ଖବର ବ୍ୟୁରୋ): ସୋର ବ୍ଲକ ଆଟପୁର, କାନପୁର ଓ ପିତାକାଳିଆ ଆଦି ଅଂଚଳରେ ୮ରୁ ଅଧିକ ଲୋକ କୁକୁର କାମୁଡ଼ାର ଶିକାର ହୋଇଛନ୍ତି । ଆହତ ବ୍ୟକ୍ତି ମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଛି । ଦିନକୁ ଦିନ ବୁଲାକୁକୁରଙ୍କ ଦୌରାତ୍ମ ବଢିବାକୁ ଲାଗିଥିବା ବେଳେ ଗତକାଲି ରାତିରେ ଏହି ଅଂଚଳରରେ ଯାତୟତ କରୁଥିବା ସ୍ଥାନୀୟ ଲୋକଙ୍କୁ ବୁଲା କୁକୁର ମାନେ ଆକ୍ରମଣ କରିଥିଲେ । ଫଳରେ ସେମାନଙ୍କର ହାତ ଓ ଗୋଡ଼ରେ ଗଭୀତ କ୍ଷତ ସୃଷ୍ଟି ହେବା ସହିତ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାରେ ଭର୍ତି କରିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ