Masthead

ବଢିବାରେ ଲାଗିଛି ବୁଲା କୁକୁରଙ୍କ ଭୟ

ସୋର (ବଡ଼ ଖବର ବ୍ୟୁରୋ): ସୋର ବ୍ଲକ ଆଟପୁର, କାନପୁର ଓ ପିତାକାଳିଆ ଆଦି ଅଂଚଳରେ ୮ରୁ ଅଧିକ ଲୋକ କୁକୁର କାମୁଡ଼ାର ଶିକାର ହୋଇଛନ୍ତି । ଆହତ ବ୍ୟକ୍ତି ମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଛି । ଦିନକୁ ଦିନ ବୁଲାକୁକୁରଙ୍କ ଦୌରାତ୍ମ ବଢିବାକୁ ଲାଗିଥିବା ବେଳେ ଗତକାଲି ରାତିରେ ଏହି ଅଂଚଳରରେ ଯାତୟତ କରୁଥିବା ସ୍ଥାନୀୟ ଲୋକଙ୍କୁ ବୁଲା କୁକୁର ମାନେ ଆକ୍ରମଣ କରିଥିଲେ । ଫଳରେ ସେମାନଙ୍କର ହାତ ଓ ଗୋଡ଼ରେ ଗଭୀତ କ୍ଷତ ସୃଷ୍ଟି ହେବା ସହିତ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାରେ ଭର୍ତି କରିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ