Masthead

ରାଜାଧିରାଜ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ସୁନାବେଶ ବା ରାଜାଧିରାଜ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ ଭୁଦେବୀଙ୍କ ସହ ଦୋଳବେଦୀକୁ ବିଜେ କରିଥାନ୍ତି । ଘଣ୍ଟାଘଣ୍ଟା, ଶଙ୍ଖ ଓ ହୁଳହୁଳିରେ ପ୍ରକମ୍ପିତ ହୋଇଥାଏ ପରିବେଶ । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ପରମ୍ପରା ରହିଛି ।

ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ, ଭୁଦେବୀ ଭୋଇ ପାଇ ଦୋଳବେଦୀକୁ ବିଜେ କରିବା ସମୟରେ ଏପରି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ । ପାଲିଙ୍କିରେ ଝୁଲିଝୁଲି ୨୧ ଘେରା କରିକ୍ରମା କରି ଝୁଲଣ ମଣ୍ଡପକୁ ବିଜେ କରିଥାନ୍ତି ମହାପ୍ରଭୁ ଦୋଳଗୋବିନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ