Masthead

ଡଲଫିନଙ୍କ ଜଳକ୍ରୀଡା

କୋଣାର୍କ(ବଡ଼ ଖବର ବ୍ୟୁରୋ): ସମୁଦ୍ର ଉପକୂଳରେ ଡଲଫିନର ଜଳକ୍ରୀଡା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରକୂଳରେ ଦେଖିବାକୁ ମିଳିଛି ଏଭଳି ବିରଳ ଦୃଶ୍ୟ । ୧୦ରୁ ଉଦ୍ଧ୍ୱ ବିରଳ ପ୍ରଜାତିର ଡଲଫିନ ସମୁଦ୍ରକୂଳରେ ଜଳକ୍ରୀଡା କରୁଥିବା ଦେଖିବାକୁ ମିଳିଛି । ଗଭୀର ସମୁଦ୍ର ମଧ୍ୟରେ ମାଛ ଧରିବା ପାଇଁ ମତ୍ସ୍ୟଜୀବୀମାନେ ଡଙ୍ଗାରେ ଯିବାବେଳେ ଏହି ଦୃଶ୍ୟ ଦେଖିଥିଲେ । ନିଜ ମୋବାଇଲରେ ଫଟୋ ଉଠାଇଥିଲେ । ଆଗରୁ କେବେ ଏପରି ଦୃଶ୍ୟ ଦେଖି ନଥିବାରୁ ଲୋକମାନେ ବେଶ ଉତ୍ସାହିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା