Masthead

ଡଲଫିନଙ୍କ ଜଳକ୍ରୀଡା

କୋଣାର୍କ(ବଡ଼ ଖବର ବ୍ୟୁରୋ): ସମୁଦ୍ର ଉପକୂଳରେ ଡଲଫିନର ଜଳକ୍ରୀଡା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରକୂଳରେ ଦେଖିବାକୁ ମିଳିଛି ଏଭଳି ବିରଳ ଦୃଶ୍ୟ । ୧୦ରୁ ଉଦ୍ଧ୍ୱ ବିରଳ ପ୍ରଜାତିର ଡଲଫିନ ସମୁଦ୍ରକୂଳରେ ଜଳକ୍ରୀଡା କରୁଥିବା ଦେଖିବାକୁ ମିଳିଛି । ଗଭୀର ସମୁଦ୍ର ମଧ୍ୟରେ ମାଛ ଧରିବା ପାଇଁ ମତ୍ସ୍ୟଜୀବୀମାନେ ଡଙ୍ଗାରେ ଯିବାବେଳେ ଏହି ଦୃଶ୍ୟ ଦେଖିଥିଲେ । ନିଜ ମୋବାଇଲରେ ଫଟୋ ଉଠାଇଥିଲେ । ଆଗରୁ କେବେ ଏପରି ଦୃଶ୍ୟ ଦେଖି ନଥିବାରୁ ଲୋକମାନେ ବେଶ ଉତ୍ସାହିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ