Masthead

ନିର୍ବାଚନରେ ହେରଫେର ମାମଲାରେ ଡୋନାଲ୍ଡ ଟ୍ରମ୍ପ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ନିର୍ବାଚନରେ ଷଡଯନ୍ତ୍ର ଅଭିଯୋଗରେ ଆମେରିକାରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ ହୋଇଛନ୍ତି । ୨୦୨୦ ରାଷ୍ଟ୍ରପତି ନିର୍ବାଚନ ବଦଳାଇବାକୁ ଷଡ଼ଯନ୍ତ୍ର କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଆଟଲାଣ୍ଟାର ଫ୍ଲୁଟୋନ୍ କାଉଣ୍ଟି ଜେଲ୍‌ରେ ତାଙ୍କୁ ହାଜର କରାଯାଇଥିଲା । ଆତ୍ମସମର୍ପଣ ପରେ ଜାମିନରେ ଗଲେ ଡୋନାଲ୍ଡ ଟ୍ରମ୍ପ ।

ଜର୍ଜିଆ ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବା ନେଇ ଅଭିଯୋଗ ଥିଲା । ଟ୍ରମ୍ପଙ୍କ ବିରୋଧରେ ଲାଗିଛି ୧୩ଟି ଦଫା । ରାଷ୍ଟ୍ରପତି ନିର୍ବାଚନ ଫଳାଫଳକୁ ବଦଳାଇବାକୁ ଷଡଯନ୍ତ୍ର କରିଥିବା ଅଭିଯୋଗ ହୋଇଥିଲା । ଏନେଇ ତାଙ୍କ ବିରୋଧରେ ଏକ ଚାର୍ଜସିଟ ଦାଖଲ କରାଯାଇଥିଲା । ନିର୍ବାଚନରେ ପରାଜୟ ବରଣ କରିବା ଓ କ୍ଷମତା ହସ୍ତାନ୍ତରକୁ ରୋକିବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କୁ ଫେଡେରାଲ ତଦନ୍ତରେ ଅଭିଯୁକ୍ତଭାବେ ଦର୍ଶାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨