Masthead

୨୦୨୩ ପର୍ଯ୍ୟନ୍ତ ଡୋନାଲ୍ଡ ଡ୍ରମ୍ପଙ୍କ ଫେସବୁକ ଆକାଉଣ୍ଟ ସସପେଣ୍ଡ

ବଡ଼ ଖବର ବ୍ୟୁରୋ): ଦୁଇ ବର୍ଷ ପାଇଁ ସ୍ଥଗିତ ହେଲା ଡୋନାଲ୍ଡ ଟ୍ରମ୍ପଙ୍କ ଅଫିସିଆଲ ଫେସବୁକ ଆକାଉଣ୍ଟ । ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଫେସବୁକ ନେଇଛି କଡ଼ା କାର୍ଯ୍ୟାନୁଷ୍ଠାନ । ୨୦୨୩ ପର୍ଯ୍ୟନ୍ତ ଟ୍ରମ୍ପ ନିଜ ଫେସବୁକ ଆକାଉଣ୍ଟ ଆଉ ବ୍ୟବହାର କରିପାରିବେନାହିଁ ।

ଫେସବୁକର ନିୟମ ଡୋନାଲ୍ଡ ଟ୍ରମ୍ପ ଭାଙ୍ଗୁଥିବାରୁ ଏପରି ପଦକ୍ଷେପ ନେଇଛି ଫେସବୁକ କମ୍ପାନୀ । ତେବେ ଭବିଷ୍ୟତରେ ଏପରି ନିୟମ ଭାଙ୍ଗୁଥିବା ନେତାମାନଙ୍କ ପ୍ରତି ମଧ୍ୟ ଫେସବୁକ ଏହି ନିୟମ ଲାଗୁ କରିବ ବୋଲି ଘୋଷଣା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ