Masthead

୨୦୨୩ ପର୍ଯ୍ୟନ୍ତ ଡୋନାଲ୍ଡ ଡ୍ରମ୍ପଙ୍କ ଫେସବୁକ ଆକାଉଣ୍ଟ ସସପେଣ୍ଡ

ବଡ଼ ଖବର ବ୍ୟୁରୋ): ଦୁଇ ବର୍ଷ ପାଇଁ ସ୍ଥଗିତ ହେଲା ଡୋନାଲ୍ଡ ଟ୍ରମ୍ପଙ୍କ ଅଫିସିଆଲ ଫେସବୁକ ଆକାଉଣ୍ଟ । ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଫେସବୁକ ନେଇଛି କଡ଼ା କାର୍ଯ୍ୟାନୁଷ୍ଠାନ । ୨୦୨୩ ପର୍ଯ୍ୟନ୍ତ ଟ୍ରମ୍ପ ନିଜ ଫେସବୁକ ଆକାଉଣ୍ଟ ଆଉ ବ୍ୟବହାର କରିପାରିବେନାହିଁ ।

ଫେସବୁକର ନିୟମ ଡୋନାଲ୍ଡ ଟ୍ରମ୍ପ ଭାଙ୍ଗୁଥିବାରୁ ଏପରି ପଦକ୍ଷେପ ନେଇଛି ଫେସବୁକ କମ୍ପାନୀ । ତେବେ ଭବିଷ୍ୟତରେ ଏପରି ନିୟମ ଭାଙ୍ଗୁଥିବା ନେତାମାନଙ୍କ ପ୍ରତି ମଧ୍ୟ ଫେସବୁକ ଏହି ନିୟମ ଲାଗୁ କରିବ ବୋଲି ଘୋଷଣା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ