Masthead

ଆଶୀର୍ବାଦ ଅଭିଶାପ ନ ହେଉ : ଦେବାଶିଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଶୀର୍ବାଦ ଯୋଜନା ବନ୍ଦ ନେଇ ସରକାରଙ୍କ ଉପରେ ପ୍ରବଳ ବର୍ଷିଲା କଂଗ୍ରେସ। ରାଜ୍ୟରେ ୨୧ ହଜାର ପିଲା ଏହି ଯୋଜନାରୁ ବଞ୍ଚିତ ହୋଇଛନ୍ତି। ମାତ୍ର ୧୦ ହଜାର ପିଲା ଉପକୃତ ହୋଇଛନ୍ତି। ଆଜି ଠୁ ବାପା ମାଆ ହରାଇଥିବା ପିଲାଙ୍କ ଦରଖାସ୍ତ ଗ୍ରହଣ କରା ଯାଉ ନାହିଁ। ଅନ୍ୟ କିଛି ଯୋଜନା ବନ୍ଦ କରି ଏହି ଯୋଜନା ଚାଲୁ କରନ୍ତୁ ସରକାର। କାହିଁକି ରାଜ୍ୟ ସରକାର ଏଭଳି ଭଲ ଯୋଜନା କୁ ବନ୍ଦ କଲେ ପ୍ରଶ୍ନ କରିଛନ୍ତି ଦେବାଶିଷ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା