ଆଶୀର୍ବାଦ ଅଭିଶାପ ନ ହେଉ : ଦେବାଶିଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଶୀର୍ବାଦ ଯୋଜନା ବନ୍ଦ ନେଇ ସରକାରଙ୍କ ଉପରେ ପ୍ରବଳ ବର୍ଷିଲା କଂଗ୍ରେସ। ରାଜ୍ୟରେ ୨୧ ହଜାର ପିଲା ଏହି ଯୋଜନାରୁ ବଞ୍ଚିତ ହୋଇଛନ୍ତି। ମାତ୍ର ୧୦ ହଜାର ପିଲା ଉପକୃତ ହୋଇଛନ୍ତି। ଆଜି ଠୁ ବାପା ମାଆ ହରାଇଥିବା ପିଲାଙ୍କ ଦରଖାସ୍ତ ଗ୍ରହଣ କରା ଯାଉ ନାହିଁ। ଅନ୍ୟ କିଛି ଯୋଜନା ବନ୍ଦ କରି ଏହି ଯୋଜନା ଚାଲୁ କରନ୍ତୁ ସରକାର। କାହିଁକି ରାଜ୍ୟ ସରକାର ଏଭଳି ଭଲ ଯୋଜନା କୁ ବନ୍ଦ କଲେ ପ୍ରଶ୍ନ କରିଛନ୍ତି ଦେବାଶିଷ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ