Masthead

ତୃତୀୟ ଲହରକୁ ନେଇ ଭୟ କରନ୍ତୁନି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ଜୁଲାଇ ସୁଦ୍ଧା ଶେଷ ହେବ ଦ୍ୱିତୀୟ ଲହର । ଏବଂ ଏହା ସରିବାର ୬ରୁ ୮ ମାସ ମଧ୍ୟରେ ଆରମ୍ଭ ହେବ ତୃତୀୟ ଲହର । ଏନେଇ ଭାରତ ସରକାରଙ୍କ ବିଜ୍ଞାନ ମନ୍ତ୍ରାଳୟ ଅଧିନ ‘ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା’ର ୩ଜଣିଆ ଟିମ ସୂଚନା ଦେଇଛି । ତେବେ ଟିକାକରଣ ଯୋଗୁଁ ଅନେକ ଲୋକଙ୍କ ଠାରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ଘଟିଥିବ । ତେଣୁ ଏହି ତୃତୀୟ ପ୍ରବାହ ଅଧିକ ଲୋକଙ୍କୁ ସଂକ୍ରମିତ କରିବନି ବୋଲି ଏହି ଟିମ କହିଛି ।

ସେହିପରି ଦେଶରେ ମେ ଶେଷ ସୁଦ୍ଧା ଦୈନିକ ସଂକ୍ରମଣ ୧.୫ଲକ୍ଷ ହୋଇଥିବା ବୋଲି କମିଟିର ସଦସ୍ୟ କହିଛନ୍ତି । ସେହିପରି ଜୁଲାଇ ଶେଷ ବେଳକୁ ଦେଶର ସଂକ୍ରମଣ ୨୦ହଜାରରୁ କମ ହେବା ନେଇ ଏହି କମିଟିର ରିପୋର୍ଟରେ କୁହାଯାଇଛି । ଏହି ଗଣନାକୁ ସୁତ୍ର ମଡେଲ ମାଧ୍ୟମରେ ବାହାର କରାଯାଇଛି ବୋଲି ଟିମର ସଦସ୍ୟମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି