Masthead

ବଜେଟ ବନ୍ଦ କରନାହିଁ: କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଜେଟକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ବିଧାନସଭାରେ ମଙ୍ଗଳବାର ଉପସ୍ଥାପନ ହେବନାହିଁ ବଜେଟ। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ ଅଛି ଯେ, ଦେଶର ୭୫ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ କୌଣସି ରାଜ୍ୟର ବଜେଟକୁ ବନ୍ଦ କରାଯାଇଛି। ଦିଲ୍ଲୀବାସୀଙ୍କ ଉପରେ କାହିଁକି ରାଗିଛ? ଦୟାକରି ଦିଲ୍ଲୀ ବଜେଟ ବନ୍ଦ କରନ୍ତୁ ନାହିଁ। ଦିଲ୍ଲୀବାସୀ ଆପଣ ପାଖେ ହାତ ଯୋଡି ପ୍ରାର୍ଥନା କରୁଛୁ ବଜେଟ ପାସ କରିଦିଅନ୍ତୁ। କେଜ୍‌ରିଓ୍ବାଲ କହିଛନ୍ତି ଏହା ଭାରତ ଇତିହାସରେ ପ୍ରଥମ ଥର ପାଇଁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା