Masthead

ବିରୋଧୀଙ୍କୁ ହାତ ଯୋଡି ଅନୁରୋଧ କଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ମଣିପୁର ବର୍ବରତାକୁ ନେଇ ସାରା ଦେଶ ସ୍ତବ୍ଧ ଥିବାବେଳେ ବିରୋଧୀମାନେ ସରକାରଙ୍କୁ କରୁଛନ୍ତି ଟାର୍ଗେଟ । ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ ବିବ୍ରତ ହୋଇଛି । ଏଯାବତ ୬ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ରାଜ୍ୟ ପୋଲିସ ତଦନ୍ତ ଜାରି ରଖିଛି। ମଣିପୁର ଲଜ୍ଜାକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି।

ଏହାରି ଭିତରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ବିରୋଧୀଙ୍କୁ ହାତ ଯୋଡି ଅନୁରୋଧ କରିଛନ୍ତି କି ସେମାନେ ବି ଏହି ବତର୍କରେ ସାମିଲ ହୁଅନ୍ତୁ। ରାଜ୍ୟରେ ମହିଳାଙ୍କ ବିରୋଧରେ ହୋଇଥିବା ଅତ୍ୟାଚାର ପ୍ରସଙ୍ଗକୁ ରାଜନୀତିକରଣ ନ କରିବାକୁ ଅନୁରୋଧ କରିଛନ୍ତି ଅନୁରାଗ ଠାକୁର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ