Masthead

ବିରୋଧୀଙ୍କୁ ହାତ ଯୋଡି ଅନୁରୋଧ କଲେ ଅନୁରାଗ ଠାକୁର

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ମଣିପୁର ବର୍ବରତାକୁ ନେଇ ସାରା ଦେଶ ସ୍ତବ୍ଧ ଥିବାବେଳେ ବିରୋଧୀମାନେ ସରକାରଙ୍କୁ କରୁଛନ୍ତି ଟାର୍ଗେଟ । ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ ବିବ୍ରତ ହୋଇଛି । ଏଯାବତ ୬ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ରାଜ୍ୟ ପୋଲିସ ତଦନ୍ତ ଜାରି ରଖିଛି। ମଣିପୁର ଲଜ୍ଜାକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି।

ଏହାରି ଭିତରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ବିରୋଧୀଙ୍କୁ ହାତ ଯୋଡି ଅନୁରୋଧ କରିଛନ୍ତି କି ସେମାନେ ବି ଏହି ବତର୍କରେ ସାମିଲ ହୁଅନ୍ତୁ। ରାଜ୍ୟରେ ମହିଳାଙ୍କ ବିରୋଧରେ ହୋଇଥିବା ଅତ୍ୟାଚାର ପ୍ରସଙ୍ଗକୁ ରାଜନୀତିକରଣ ନ କରିବାକୁ ଅନୁରୋଧ କରିଛନ୍ତି ଅନୁରାଗ ଠାକୁର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା