Masthead

କ୍ରିକେଟକୁ ରାଜନୀତିରେ ମିଶ୍ରଣ କରିବାକୁ ଚାହୁଁନାହୁଁ: ପାକିସ୍ତାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦୨୩ କ୍ରିକେଟ ବିଶ୍ୱକପ ଭାରତରେ ଅନୁଷ୍ଠିତ ହେବ । ବିଶ୍ୱକପକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ପାକିସ୍ତାନ ସରକାର । ପାକିସ୍ତାନ ସରକାର ବିଶ୍ୱକପ ପାଇଁ ନିଜ ଦଳକୁ ଭାରତ ପଠାଇବାକୁ ରାଜି ହୋଇଛନ୍ତି। ବାବର ଆଜାମଙ୍କ ଦଳ ସରକାରଙ୍କଠାରୁ ସବୁଜ ସଙ୍କେତ ପାଇଛି। ଏହି ପରିପ୍ରେକ୍ଷୀରେ ପାକିସ୍ତାନ ସରକାର କହିଛନ୍ତି ଯେ ଆମେ କ୍ରୀଡ଼ାକୁ ରାଜନୀତିରେ ମିଶ୍ରଣ କରିବାକୁ ଚାହୁଁନାହୁଁ। ଏହି କାରଣରୁ ଆମେ ବିଶ୍ୱକପ ପାଇଁ ଆମ ଦଳ ପଠାଇବାକୁ ନିଷ୍ପତ୍ତି ନେଇଛୁ। ଯାହା ଭାରତୀୟ ମାଟିରେ ଖେଳାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ