Masthead

ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର

ରାଉରକେଲା (ବଡ଼ ଖବର ବ୍ୟୁରୋ): ସକାଳୁ  ସକାଳୁ ଡବଲ୍ ଏନକାଉଣ୍ଟର।  ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଚୁନୁ ହରିପାଲ ଏବଂ ସୁଶାନ୍ତ ନାୟକଙ୍କୁ ଝିରିପାଣି ନୂଆ ଟୋଲାରେ ଏନକାଉଣ୍ଟର କରିଛି ରାଉରକେଲା ପୁଲିସ । ଏନକାଉଣ୍ଟରରେ ଆହତ ହୋଇଥିବା ଦୁଇ ଅପରାଧୀଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନା ଭର୍ତ୍ତି କରାଯାଇଛି ।

ଗତ ୧୬ ତାରିଖରେ ସେକ୍ଟର-୭ ଥାନା ଅନ୍ତର୍ଗତ ସରସ୍ୱତୀ ଶିଶୁ ମନ୍ଦିର ପାଖ ରାମେଶ୍ୱର ବସ୍ତିରେ ଜଣଙ୍କୁ ହତ୍ୟା କରି ଉଭୟ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଲୋକ ଥାନାରେ ଧାରଣା ଦେଇଥିଲେ। ସଂଘବଦ୍ଧ ଆକ୍ରମଣରେ ପ୍ରାୟ ୩୦ଜଣ ଅଭିଯୁକ୍ତ ସାମିଲ ଥିବା ବେଳେ ଦୁଇ ଜଣଙ୍କୁ ଏନକାଉଣ୍ଟର କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ